ଦେଶରେ ବଢ଼ୁଛି କରୋନା ସଂକ୍ରମଣ । ୨୪ ଘଣ୍ଟାରେ ଦେଶରେ ୪୪ହଜାର ୪୮୯ନୂଆ ସଂକ୍ରମିତ ଚିହ୍ନଟ । ନୂତନ ସଂକ୍ରମଣକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯୨ଲକ୍ଷ ୬୬ହଜାର ୭୦୫ । ସେହପରି ଦିନକରେ ୭ହଜାର ୫୯୮ସକ୍ରିୟ ସଂକ୍ରମିତ ରହିଥିବା ବେଳେ ମୋଟ ସକ୍ରିୟ ରହିଛନ୍ତି ୪ଲକ୍ଷ ୫୨ ହଜାର ୩୪୪ । ସେହିପରି ଦେଶରେ ଦିନକରେ ୫୨୪ଜଣ କରୋନାରେ ପ୍ରାଣ ହରାଇଛନ୍ତି । ନୂତନ ମୃତକଙ୍କୁ ମିଶାଇ ମୋଟ ମୃତୁ୍ୟ ସଂଖ୍ୟା ୧ଲକ୍ଷ ୩୫ ହଜାର ୨୨୩କୁ ବୃଦ୍ଧି । ଅନ୍ୟପଟେ ଦେଶରେ ୨୪ଘଣ୍ଟାରେ ସୁସ୍ଥ ହୋଇଛନ୍ତି ୩୬ ହଜାର ୩୬୭ ଜଣ । ଏହି ସୁସ୍ଥ ସଂଖ୍ୟାକୁ ମିଶାଇ ଦେଶରେ ମୋଟ ସୁସ୍ଥ ସଂଖ୍ୟା ୮୬ଲକ୍ଷ ୭୯ ହଜାର ୧୩୮ ।



Visitors Today : 3
Total Visitors : 130184
Total Views : 9891636
Visitors Online Now : 0