ନୂଆଦିଲ୍ଲୀ: ଦେଶରେ ଦୈନିକ ସଂକ୍ରମଣ କମୁଛି । ଗତ ୨୪ ଘଣ୍ଟାରେ ଦେଶରେ କରୋନା ମୃତୁ୍ୟ ସଂଖ୍ୟା ୧ ଲକ୍ଷ ୨୦ହଜାର ୫୨୭କୁ ବୃଦ୍ଧି ପାଇଛି । ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୮୦ଲକ୍ଷ ୪୦ ହଜାର ୨୦୩ । ଗତ ୨୪ ଘଣ୍ଟାରେ ୪୯ ହଜାର ୮୮୧ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଦିନକରେ ୫୧୭ ଜଣଙ୍କର କରୋନାରେ ମୃତୁ୍ୟ ଘଟିଛି । ଆଶ୍ୱାସନାର ବିଷୟ ଦେଶରେ ବର୍ତ୍ତମାନ ସୁଦ୍ଧା ସୁସ୍ଥ ହୋଇସାରିଲେଣି ୭୩ ଲକ୍ଷ ୧୫ ହଜାର ୯୮୯ ଜଣ । ସେପଟେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬ ଲକ୍ଷ ୧୦ ହଜାର ୮୦୩ ରହିଛି ।



Visitors Today : 2
Total Visitors : 130168
Total Views : 9891613
Visitors Online Now : 0