spot_img

୫ ମୁଣ୍ଡ ନେଲା କରୋନା , ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୧୫୯କୁ ବୃଦ୍ଧି

ଭୁବନେଶ୍ୱର : ରାଜ୍ୟରେ ଆଉ ୫ ମୁଣ୍ଡ ନେଲା କରୋନା । ଫଳରେ ରାଜ୍ୟରେ ସମୁଦାୟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫୯ ରେ ପହଞ୍ଚି ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଗଞ୍ଜାମ, ବାଲେଶ୍ୱର, କନ୍ଧମାଳ,ମାଲକାନାଗିରି ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତ କରୋନାରେ ଆଖି ବୁଜିଛନ୍ତି ।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular