ଭଦ୍ରକ : ଭଦ୍ରକ ଜିଲ୍ଲାରୁ ବିପୁଳ ପରିମାଣର ଦେଶୀ ମଦ ଜବତ । ପ୍ରାୟ ୫୨୦ଲିଟର ଦେଶୀ ମଦ ଜବତ ହେବା ସହ ୫ଜଣଙ୍କୁ ଗିରଫ କରାଯାଇଛି । ଅବକାରୀ ବିଭାଗ ପକ୍ଷରୁ ଜିଲ୍ଲାର ବିଭିନ୍ନ ସ୍ଥାନରେ ଚଢାଉ କରାଯାଇଥିଲା । ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ମହିଳା ଥିବା ମଧ୍ୟ ଜଣାପଡିଛି । ଦେଶୀ ମଦ କାରବାରରେ ଯେଉଁମାନେ ସମ୍ପୃକ୍ତ ଅଛନ୍ତି । ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବା ସହ ଏପରି ଚଢ଼ାଉ ଆଗକୁ ମଧ୍ୟ ଜାରି ରହିବ ବୋଲି ଅବକାରୀ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।



Visitors Today : 4
Total Visitors : 130173
Total Views : 9891620
Visitors Online Now : 0