spot_img

ଦେଶରେ ଦିନକରେ ୪୪,୦୫୯ ସଂକ୍ରମିତ,୫୧୧ ମୃତ

ଦେଶରେ ବଢ଼ୁଛି କରୋନା ସଂକ୍ରମଣ । ୨୪ ଘଣ୍ଟାରେ ଦେଶରେ ୪୪ହଜାର ୦୫୯ନୂଆ ସଂକ୍ରମିତ ଚିହ୍ନଟ । ନୂତନ ସଂକ୍ରମଣକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯୧ଲକ୍ଷ ୩୯ ହଜାର ୮୬୫ । ସେହପରି ଦିନକରେ ୨ହଜାର ୫୨୪ସକ୍ରିୟ ସଂକ୍ରମିତ ରହିଥିବା ବେଳେ ମୋଟ ସକ୍ରିୟ ରହିଛନ୍ତି ୪ଲକ୍ଷ ୪୩ ହଜାର ୪୮୬ ।  ସେହିପରି ଦେଶରେ ଦିନକରେ ୫୧୧ ଜଣ କରୋନାରେ ପ୍ରାଣ ହରାଇଛନ୍ତି । ନୂତନ ମୃତକଙ୍କୁ ମିଶାଇ ମୋଟ ମୃତୁ୍ୟ ସଂଖ୍ୟା ୧ଲକ୍ଷ ୩୩ ହଜାର ୭୩୮କୁ ବୃଦ୍ଧି । ଅନ୍ୟପଟେ ଦେଶରେ ୨୪ଘଣ୍ଟାରେ ସୁସ୍ଥ ହୋଇଛନ୍ତି ୪୧ହଜାର ୦୨୪ ଜଣ । ଏହି ସୁସ୍ଥ ସଂଖ୍ୟାକୁ ମିଶାଇ ଦେଶରେ ମୋଟ ସୁସ୍ଥ ସଂଖ୍ୟା ୮୫ଲକ୍ଷ ୬୨ ହଜାର ୬୪୧ ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular