ଭୁବନେଶ୍ୱର ୧୨।୦୭: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୫୯୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୧୨୧ ରେ ପହଞ୍ଚିଛି । ଏହାସହ ମୋଟ ସଂଖ୍ୟା ୧୩ ହଜାର ଟପିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୯୪ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୨୦୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି।
Covid-19 Report For 11th July
New Positive Cases: 595
In Quarantine: 394
Local Contacts: 201(Details of local contacts will be shared by concerned Dist Administration)
District Wise Cases
1. Balasore: 11
2. Bargarh: 3
3. Bhadrak: 11
4. Bolangir: 1
5. Cuttack: 11— I & PR Department, Odisha (@IPR_Odisha) July 12, 2020
6. Gajapati: 20
7. Ganjam: 230
8. Jagatsinghpur: 5
9. Jajpur: 97
10. Kalahandi: 4
11. Kendrapada: 2
12. Keonjhar: 3
13. Khordha: 76
14. Koraput: 44
15. Malkangiri: 36
16. Mayurbhanj: 14
17. Nayagarh: 5
18. Puri: 10
19. Rayagada: 2
20. Sambalpur: 2
21. Sundargarh: 8— I & PR Department, Odisha (@IPR_Odisha) July 12, 2020
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱରରୁ ୧୧, ବରଗଡରୁ ୩, ଭଦ୍ରକରୁ ୧୧, ବଲାଙ୍ଗୀର ୧, କଟକରୁ ୧୧, ଗଜପତିରୁ ୨୦, ଗଞ୍ଜାମରୁ ୨୩୦, ଜଗତସିଂପୁରରୁ ୫, ଯାଜପୁରରୁ ୯୭, କଳାହାଣ୍ଡିରୁ ୪, କେନ୍ଦ୍ରାପଡାରୁ ୨, କେଉଁଝରରୁ ୩, ଖୋର୍ଧାରୁ ୭୬, କୋରାପୁଟରୁ ୪୪, ମାଲକାନଗିରିରୁ ୩୬, ମୟୂରଭଞ୍ଜରୁ ୧୪, ନୟାଗଡରୁ ୫, ପୁରୀରୁ ୧୦, ରାୟଗଡା ଓ ସମ୍ବଲପୁରର ୨ ଜମ ଲେଖାଏଁ ଏବଂ ସୁନ୍ଦରଗଡରୁ ୮ଜମ ରହିଛନ୍ତି



Visitors Today : 3
Total Visitors : 130169
Total Views : 9891615
Visitors Online Now : 0