ଭୁବନେଶ୍ୱର: ଓଡ଼ିଶାରେ ଅଣାୟତ୍ତ ହେଉଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ରେକର୍ଡ଼ ସଂଖ୍ୟକ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତୁ୍ୟ ସଂଖ୍ୟା ୧୧୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି ।
ଟ୍ୱିଟ ଅନୁଯାୟୀ ୬ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୫ଜଣ ଏବଂ ଜଣେ ଖୋର୍ଦ୍ଧା ଜିଲ୍ଲାର ରହିଛନ୍ତି ।
Regret to inform the demise of Six Covid positive patients while under treatment in hospitals.
1. A 41-year old male of Ganjam district who was also suffering from Hypertension
2. An 86-year old female of Khordha district who was also suffering from Diabetes and Hypertension.
— H & FW Dept Odisha (@HFWOdisha) July 23, 2020
6. A 57-year old Male of Ganjam district who was also suffering from Diabetes and Hypertension.
— H & FW Dept Odisha (@HFWOdisha) July 23, 2020



Visitors Today : 0
Total Visitors : 130166
Total Views : 9891611
Visitors Online Now : 0