ଭୁବନେଶ୍ବର : ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୪୮୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୫୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
୬ ମୃତକଙ୍କ ମଧ୍ୟରୁ ୨ ଜଣ ଗଞ୍ଜାମ ଜିଲ୍ଲାରୁ, ବାଲେଶ୍ବର, ଝାରସୁଗୁଡା, ଖୋର୍ଦ୍ଧା ଏବଂ ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0