ଭୁବନେଶ୍ୱର : ଆସନ୍ତାକାଲି ସକାଳେ ଘନ କୁହୁଡ଼ି ରହିବ। ସେଥିପାଇଁ ୭ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ। ଆସନ୍ତାକାଲି କଟକ, ଅନୁଗୋଳ, ଢେଙ୍କାନାଳ, ମୟୂରଭଞ୍ଜ, ଯାଜପୁର, କନ୍ଧମାଳ, ବାଲେଶ୍ୱରରେ ଘନ କୁହୁଡି ଦେଖାଦେବ। ଏହାଛଡ଼ା ଆସନ୍ତା ୨ ଦିନ ଆଭ୍ୟନ୍ତରୀଣ ଜିଲ୍ଲାରେ ମଧ୍ୟ ଘନକୁହୁଡ଼ି ଦେଖାଯିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।



Visitors Today : 1
Total Visitors : 130176
Total Views : 9891623
Visitors Online Now : 0