spot_img

ଆଜି ଦେଶ ପାଳୁଛି ୭୨ ତମ ଗଣତନ୍ତ୍ର ଦିବସ

ଭୁବନେଶ୍ୱର :  ଆଜି ଦେଶ ପାଳୁଛି ୭୨ ତମ ଗଣତନ୍ତ୍ର ଦିବସ । ରାଜ୍ୟରେ ମଧ୍ୟ ସାଧାରଣତନ୍ତ୍ର ଦିବସ ପାଳନ ନେଇ ପ୍ରସ୍ତୁତି ସରିଛି । ଭୁବନେଶ୍ବର ଗାନ୍ଧୀମାର୍ଗରେ ରାଜ୍ଯସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଛି । ମାନ୍ୟବର ରାଜ୍ୟପାଳ ଜାତୀୟ ପତାକା ଉତ୍ତୋଳନ କରିQ«ò।ତେବେ କୋଭିଡ କଟକଣା ପାଇଁ ଦର୍ଶକଙ୍କୁ ପରେଡ୍ ସ୍ଥଳକୁ ମନା। ସକାଳ ୬.୩୦ରୁ ଦିନ୯ଟା ପର୍ଯ୍ୟନ୍ତ ଲୋୟର ପିଏମ୍ ଜିରେ ୧୪୪ ଧାରା ଜାରି କରାଯାଇଛି ।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular