ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆସାମର ପୂର୍ବତନ ରାଜ୍ୟପାଳ ଶ୍ରୀ ଜାନକୀ ପଟ୍ଟନାୟକଙ୍କ ୭ମ ଶ୍ରାଦ୍ଧ ବାର୍ଷିକୀ ପାଳିତ ହୋଇଯାଇଛି ।ଏହି ଉପଲକ୍ଷେ ଖୋର୍ଦ୍ଧା ଜାନକୀ ପଟ୍ଟନାୟକ ଉଦ୍ୟାନରେ ଥିବା ଜାନକୀ ପଟ୍ଟନାୟକଙ୍କ ପ୍ରତିମୁର୍ତିରେ ବହୁ ମାନ୍ୟଗନ୍ୟ ବ୍ୟକ୍ତି ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି । ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ବିଧାୟକ ଜୋତିରିନ୍ଦ୍ର ନାଥ ମିଶ୍ର,ଜଟଣିୀ ବିଧାୟକ ସୁରେସ କୁମାର ରାଉତରାୟ,କ୍ଷୀରୋଦ ପ୍ରସାଦ ମହାନ୍ତି ,ସଞୟ କୁମାର ପଟ୍ଟନାୟକ ଓ ଆଇନଜିବୀ ଶିଶିର କୁମାର ପରିଡା ପ୍ରମୁଖ ଉପସ୍ଥିତ ଥିଲେ ।



Visitors Today : 1
Total Visitors : 130423
Total Views : 9891953
Visitors Online Now : 0