ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବିଗିଡ଼ିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ୪,ଖୋଦ୍ଧା, କୋରାପୁଟ, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୪୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
3. A 45 year old male of Ganjam who was also suffering from Diabetes & Hypertension.
4.A 78 year old male of Ganjam district who was also suffering from Hypertension.
5.A 56 year old male of Ganjam district who was also suffering from Diabetes.
— H & FW Dept Odisha (@HFWOdisha) September 6, 2020



Visitors Today : 4
Total Visitors : 130173
Total Views : 9891620
Visitors Online Now : 0