ଭୁବନେଶ୍ବର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୨୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ଏହି ୮ ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ୩ ଜଣ, କଟକ ଜିଲ୍ଲାରୁ ଦୁଇ ଜଣ, ବାଲେଶ୍ବର, ଖୋର୍ଦ୍ଧା, କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।



Visitors Today : 6
Total Visitors : 130181
Total Views : 9891632
Visitors Online Now : 0