ଭୁବନେଶ୍ୱର: ଭୁବନେଶ୍ୱର ସହରରେ ଆଉ ୮୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ଛନ୍ତି । ସେଥିରୁ ୬୫ କ୍ୱରାଣ୍ଟାଇନରୁ ଥିବା ବେଳେ ୨୪ ଜଣ ଲୋକାଲ କେସ ରହିଛି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି ।
ଏବେସୁଦ୍ଧା ରାଜଧାନୀରେ ମୋଟ୍ ୩୦୬୮ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୧୭୯୮ଜଣ ଆରୋଗ୍ୟ ଲାଭ କରିଛନ୍ତି । ସେହିପରି ୧୮ଜଣ ପ୍ରାଣ ହରାଇଥିବା ବେଳେ ୧୨୫୦ଟି ସକ୍ରିୟ କେସ୍ ରହିଛି ।
Update on newly detected & cured #COVID19 cases in the last 24 hrs under the BMC area on 3rd Aug 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/Sk9IbbZByt— BMC (@bmcbbsr) August 3, 2020



Visitors Today : 3
Total Visitors : 130169
Total Views : 9891615
Visitors Online Now : 0