ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କିଷାନ୍ ସମ୍ମାନନିଧି ଯୋଜନା ଅଧୀନରେ ୯ କୋଟି ଚାଷୀଙ୍କ ବ୍ୟାଙ୍କ୍ ଜମାଖାତାକୁ ୧୮ ହଜାର କୋଟି ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି । ତେବେ ଭିଡ଼ିଓ କନ୍ଫରେନ୍ସିଂ ଜରିଆରେ ପୁଶ୍ ବଟନ୍ ଦ୍ୱାରା ଏହି ଅର୍ଥ ହସ୍ତାନ୍ତର କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଅବସରରେ ବିଭିନ୍ନ ରାଜ୍ୟର କୃଷକଙ୍କ ସହ ପ୍ରଧାନମନ୍ତ୍ରୀ ଆଲୋଚନା କରିଛନ୍ତି । ଏହା ସହ ପି.ଏମ୍.-କିଷାନ୍ ଏବଂ କୃଷକଙ୍କ କଲ୍ୟାଣ ପାଇଁ ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଏହି କୃଷକମାନେ ସେମାନଙ୍କ ଅଭିଜ୍ଞତା ସମ୍ପର୍କରେ ମତ ରଖିଛନ୍ତି ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0