ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ୯ଜଣ କରୋନ ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୩୯୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
୯ ମୃତକଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୩ଜଣ ,ସୁନ୍ଦରଗଡ଼ ଜିଲ୍ଲାରୁ ୨,ବଲାଙ୍ଗୀର,ଗଞ୍ଜାମ, ମାଲକାନାଗିରି ,ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
3.A 70 year old female of Cuttack district who was also suffering from Hypertension, Diabetes, Carcinoma Gall Badder.
4.A 51 year old female of Cuttack district who was also suffering from Diabetes,Hypertension & Chronic Obstructive Pulmonary Disease.
— H & FW Dept Odisha (@HFWOdisha) August 22, 2020
ସୂଚନାଯୋଗ୍ୟ ରାଜ୍ୟରେ ମୋଟ ୭୫, ୫୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୪, ୫୮୨ଟି ଆକ୍ଟିଭ କେସ୍ ରହିଥିବା ବେଳେ ୫୦୫୦୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୨ ୩୩୮୦୫ଟି ସାମ୍ପୁଲ ଟେଷ୍ଟ ହୋଇଛି ।



Visitors Today : 2
Total Visitors : 130168
Total Views : 9891613
Visitors Online Now : 0