spot_img

ରାଜ୍ୟରେ ୯କରୋନା ମୃତ୍ୟୁ, ମୋଟ ମୃତ୍ୟୁ ସଂଖ୍ୟା ୪୨୮କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ୯ଜଣ କରୋନ ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୪୨୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
୯ ମୃତକଙ୍କ ମଧ୍ୟରୁ ଗଞ୍ଜାମ, ସୁନ୍ଦରଗଡ଼ର ଜିଲ୍ଲାରୁ ୨ ଜଣ , ଖୋର୍ଦ୍ଧା , କଟକ,ଗଜପତି ବାଲେଶ୍ୱର ବଲାଙ୍ଗୀରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

 

ସୂଚନାଯୋଗ୍ୟ ରାଜ୍ୟରେ ମୋଟ ୮୪୨୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୬,୮୨୬ଟି ଆକ୍ଟିଭ କେସ୍ ରହିଥିବା ବେଳେ ୫୬,୯୨୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୪୨୧୯୫୮ଟି ସାମ୍ପୁଲ ଟେଷ୍ଟ ହୋଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular