ଭୁବନେଶ୍ୱର ୧୫।୦୭: ଆଜି ରାଜ୍ୟରେ ୬୧୮ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୧୦୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ । ତେବେ ବୁଧବାର ଦିନ ଭୁବନେଶ୍ୱରରୁ ୯୦ଜଣ କୋଭିଡ଼-୧୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଭୁବନେଶ୍ବରରେ ୨୪ ଘଣ୍ଟାରେ ସର୍ବାଧିକ ୯୦ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ । ସେମାନଙ୍କ ମଧ୍ୟରୁ କ୍ବାରେଣ୍ଟାଇନ୍ରୁ ୬୩ ଜଣ ରହିଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୭ ପଜିଟିଭ୍ ଚିହ୍ନଟ ରହିଛନ୍ତି । ସେହିପରି ୨୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ଟ୍ୱିଟ୍ କରି ସୂଚନା ଦେଇଛି ।
Update on newly detected & cured #COVID19 cases in the last 24 hrs under the BMC area on 15th July 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/L3vLlSMW1J— BMC (@bmcbbsr) July 15, 2020



Visitors Today : 0
Total Visitors : 130166
Total Views : 9891611
Visitors Online Now : 0