ନୂଆଦିଲ୍ଲୀ: ୯୩ ବର୍ଷ ବୟସରେ ପଦାର୍ପଣ କଲେ ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ । ତାଙ୍କୁ ତାଙ୍କ ଜନ୍ମଦିନରେ ବହୁ ବରିଷ୍ଠ ନେତା ଓ ମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । ତାଙ୍କ ଦୀର୍ଘ ଓ ସୁସ୍ଥ ଜୀବନର କାମନା କରିଛନ୍ତି ମୋଦି । ଏନେଇ ଟ୍ୱିଟ କରି ମୋଦି ଲେଖିଛନ୍ତି, ଭାଜପାକୁ କୋଟି କୋଟି ଜନତାଙ୍କ ନିକଟରେ ପହଞ୍ଚାଇବା ସହ ଦେଶର ବିକାଶରେ ମୁଖ୍ୟ ଭୂମିକା ଗ୍ରହଣ କରିଥିବା ଶ୍ରଦେ୍ଧୟ ଆଡଭାନିଜୀଙ୍କୁ ଜନ୍ମଦିନର ଅନେକ ଅନେକ ଶୁଭକାମନା ।



Visitors Today : 0
Total Visitors : 130213
Total Views : 9891684
Visitors Online Now : 0