ଆଗାମୀ ପର୍ଯ୍ୟଟନ ଋତୁରେ ବେଳାଭୂମି ପରିବେଶ ଏବଂ ସୌନ୍ଦର୍ଯ୍ୟ ପରିଚାଳନା ସେବା (ବିମ୍ସ) କାର୍ଯ୍ୟକ୍ରମ ଅଧୀନରେ ‘ବ୍ଲୁ ଫ୍ଲାଗ୍\’ ମାନ୍ୟତା ପାଇବା ପାଇଁ ଅନ୍ତର୍ଜାତୀୟ ଜୁରି(ଡେନମାର୍କ)କୁ ସୁପାରିଶ କରାଯାଇଥିବା ଦେଶର ୮ଟି ଭାରତୀୟ ବେଳାଭୂମି ମଧ୍ୟରେ ସ୍ୱର୍ଣ୍ଣିମ ବେଳାଭୂମି ପୁରୀକୁ ମନୋନୀତ କରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ପରିବେଶ ମନ୍ତ୍ରୀ ପ୍ରକାଶ ଜାଭଡେକରଙ୍କୁ ଧନ୍ୟବାଦ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।



Visitors Today : 3
Total Visitors : 130426
Total Views : 9891957
Visitors Online Now : 0