ମୁମ୍ବାଇ: ବଲିଉଡ୍ର ବରିଷ୍ଠ ଅଭିନେତା ଦିଲ୍ଲୀପ କୁମାରଙ୍କ ଦୁଇ ସାନ ଭାଇ ଅଗଷ୍ଟ ୧୭ରେ କରୋନା ଆକ୍ରାନ୍ତ ହୋଇ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ତେବେ ଅଗଷ୍ଟ ୨୧ରେ ଅସଲମ୍ ଖାନ୍ଙ୍କ ମୃତ୍ୟୁ ହୋଇଥିବା ବେଳେ ବୁଧବାର ରାତିରେ ଏହସାନ ଖାନଙ୍କ ପରଲୋକ ହୋଇଛି । କରୋନା ସଂକ୍ରମଣ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିବା ହସ୍ପିଟାଲ ପକ୍ଷରୁ ସ୍ପଷ୍ଟ କରାଯାଇଛି ।



Visitors Today : 5
Total Visitors : 130180
Total Views : 9891631
Visitors Online Now : 0