spot_img

ଆମ ରାଜ୍ୟର କରୋନା ପରିସଂଖ୍ୟନ

ଭୁବନେଶ୍ୱର ; ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧ଲକ୍ଷ୧୩ହଜାର୪୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୮ହଜାର୭୬୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୪ହଜାର୦୭୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୫୨୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

New Recoveries: 3303
Cumulative Tested: 1950591
Positive: 113411
Recovered: 84073
Active Cases: 28763

ଏବେ ସୁଦ୍ଧା ରାଜ୍ୟରେ ୧୯ଲକ୍ଷ୫୦ହଜାର୫୯୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

- Advertisment -

Most Popular