spot_img

ଆଜି ସୁସ୍ଥ ହେଲେ ୩୨୭୮ କରୋନା ଆକ୍ରାନ୍ତ..

ଖୋର୍ଦ୍ଧା ଜିଲ୍ଲାରେ ୫୧୧ ଜଣଙ୍କ ସମେତ ରାଜ୍ୟରୁ ଆଜି ୩ ହଜାର ୨୭୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ୍‌ ଜରିଆରେ ଏହି ସୂଚନା ଦିଆଯାଇଛି। ଏଥି ସହିତ ରାଜ୍ୟରେ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୮୭ ହଜାର ୩୫୧ରେ ପହଂଚିଛି।

LEAVE A REPLY

Please enter your comment!
Please enter your name here

- Advertisment -

Most Popular