spot_img

କରୋନା ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନା ସ୍ଥିତିକୁ ନେଇ ସମୀକ୍ଷା କରିଛନ୍ତି । ଏନେଇ ସେ ଦୁଇଟି ବିଭାଗ ସହ ଆଲୋଚନା କରିଛନ୍ତି ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମତ୍ସ୍ୟ ଓ ପଶୁପାଳନ ଏବଂ କ୍ଷୁଦ୍ରଶିଳ୍ପ ବିଭାଗ ସହ ଆଲୋଚନା କରିଛନ୍ତି । ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ଏହି ଦୁଇ ବିଭାଗ ସହ ଆଲୋଚନା କରିଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular