ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାର ଗୋଟିଏ କିମ୍ବା ଦୁଇଟି ଜାଗାରେ ବର୍ଷା ସମ୍ଭାବନା ରହିଛି । କଳାହାଣ୍ଡି, ନବରଙ୍ଗପୁର , ଓ କୋରାପୁଟରେ ଘଡଘଡି ସହ ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । କୋରାପୁଟ ଜିଲ୍ଲାରେ ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ଏହାକୁ ଦୃଷ୍ଟିରେ ରଖ ଜିଲ୍ଲାରେ ସର୍ତକତା ଅବଲମ୍ବନ କରାଯାଇଛି । ପାଣିପାଗ ବିଭାଗ ପକ୍ଷରୁ କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ଏବଂ ନଦୀ ନିକଟବର୍ତ୍ତୀ ତଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କୁ ସତର୍କ ରହିବାକୁ କୁହାଯାଇଛି ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0