spot_img

ଆଜି ରାଜ୍ୟରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ରାଜ୍ୟରେ ଦିନକୁ ଦିନ ଭୟାବହ ହେବାରେ ଲାଗିଛି କରୋନା ସ୍ଥିତି । ପ୍ରତିଦିନ କରୋନାରେ ବଳି ପଡ଼ୁଛି ଅମୂଲ୍ୟ ଜୀବନ । ଆଜି ଦିନକରେ କରୋନାରେ ୯ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ଭିତରୁ ଗଞ୍ଜାମ ଜିଲ୍ଲାରୁ ୨ ଜଣ , କଟକ ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧାରୁ ଜଣେ , ଭୁବନେଶ୍ୱରରୁ ଜଣେ , ରାୟଗଡ଼ାରୁ ଜଣେ, ବଲାଙ୍ଗିରରୁ ୨ ଜଣ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୫୩୧କୁ ବୃଦ୍ଧି ପାଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular