spot_img

ଆଜି ରାଜ୍ୟରେ ୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ଭୟାବହ ହେବାରେ ଲାଗିଛି କରୋନା ସ୍ଥିତି । ପ୍ରତିଦିନ କରୋନାରେ ବଳି ପଡ଼ୁଛି ଅମୂଲ୍ୟ ଜୀବନ । ଆଜି ଦିନକରେ କରୋନାରେ ୭ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ଭିତରୁ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ , ବଲାଙ୍ଗିର ଜିଲ୍ଲାରୁ ଜଣେ, ଗଞ୍ଜାମରୁ ଜଣେ , କଟକରୁ ଜଣେ , ସୁନ୍ଦରଗଡ଼ରୁ ଜଣେ, ଓ ମାଳକାନାଗିରିରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୫୩୮କୁ ବୃଦ୍ଧି ପାଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular