କଟକ : ସେପ୍ଟେମ୍ବର ମାସରେ ପ୍ରତ୍ୟେକ ଶନିବାର ହାଇକୋର୍ଟ ଓ ଏହାର କାର୍ଯ୍ୟାଳୟ ବନ୍ଦ ରହିବ। ଏ ନେଇ ହାଇକୋର୍ଟ ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ଅଗଷ୍ଟ ୩୧ରେ ରାଜ୍ୟ ସରକାର ଜାରି କରିଥିବା ବିଜ୍ଞପ୍ତି ଆଧାରରେ ହାଇକୋର୍ଟ ପକ୍ଷରୁ ଏପରି ନିର୍ଦ୍ଦେଶନାମା ଜାରି କରାଯାଇଛି। ଏହି ମାସର କାର୍ଯ୍ୟଦିବସ ଦିବସ ଥିବା ସମସ୍ତ ଶନିବାର ଦିନ ରାଜ୍ୟର ସମସ୍ତ ସବ୍ଅର୍ଡିନେଟ୍ କୋର୍ଟ , ଟ୍ରିବୁନାଲ ଓ ଏ ସମ୍ପର୍କିତ କାର୍ୟ୍ୟାଳୟ ମଧ୍ୟ ବନ୍ଦ ରହିବ ବୋଲି ବିଜ୍ଞପ୍ତିରେ ପ୍ରକାଶ ପାଇଛି



Visitors Today : 1
Total Visitors : 130555
Total Views : 9892108
Visitors Online Now : 0