spot_img

ରାଜ୍ୟର ୭ଟି ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର ପ୍ରାୟ ୭ଟି ଜିଲ୍ଲାରେ ବର୍ଷା ସହ ଘଡଘଡି ସମ୍ଭାବନା ରହିଛି । କେନ୍ଦୁଝର, ମୟୁରଭଞ୍ଜ, ଦେବଗଡ, କନ୍ଧମାଳ, କଳାହାଣ୍ଡି, ନୂଆପଡା, ଗଜପତି ଆଦି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଜି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular