spot_img

ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କୁ କରୋନା

ଭୁବନେଶ୍ୱର: ପୁଣି ଜଣେ ମନ୍ତ୍ରୀ କରୋନା ପଜିଟିଭ୍ ହୋଇଛନ୍ତି । ପର୍ଯ୍ୟଟନ ମନ୍ତ୍ରୀ ଜ୍ୟେତିପ୍ରକାଶ ପାଣିଗ୍ରାହୀ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତିଙ୍କୁ ଆଇସୋଲେସନରେ ରହିବାକୁ ପରାମର୍ଶ ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular