spot_img

ମାର୍କେଟ ବିଲ୍ଡିଂରେ ପର୍ସ ଚୋରୀ କରି ମହିଳା ଫେରାର, ଗୋଟିଏ ଦିନରେ ୧୦ରୁ ଅଧିକ ଦେକାନରୁ ଚୋରୀ

ଭୁବନେଶ୍ୱର: ଭୁବନେଶ୍ୱର ମାର୍କେଟ ବିଲ୍ଡିଂରେ ମହିଳା ଚୋର । ମହିଳା ଜଣକ ଗ୍ରାହକଙ୍କ ପର୍ସ ଚୋରୀ କରିବା ସମୟର ଦୃଶ୍ୟ ସିସିଟିଭି ଫୁଟେଜରେ କଏଦ ହୋଇଛି । ରବିବାର ଦିନ ଗ୍ରାହକଙ୍କ ପର୍ସ ଚୋରି କରି ମହିଳା ଚୋର ଜଣକ ଫେରାର ହୋଇଯାଇଥିଲେ । ଗୋଟିଏ ଦିନରୁ ୧୦ରୁ ଅଧିକ ଦୋକାନରେ ମହିଳା ଜଣକ ଚୋରି କରିଥିବା ଜଣାପଡିଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular