spot_img

ଆଜି ରାଜ୍ୟରେ ୧୧ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ଭୟାବହ ହେବାରେ ଲାଗିଛି କରୋନା ସ୍ଥିତି । ପ୍ରତିଦିନ କରୋନାରେ ବଳି ପଡ଼ୁଛି ଅମୂଲ୍ୟ ଜୀବନ । ଆଜି ଦିନକରେ କରୋନାରେ ୧୧ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ଭିତରୁ ଭୁବନେଶ୍ୱରରୁ ୨ଜଣ, ବଲାଙ୍ଗିରରୁ ଜଣେ, ଗଞ୍ଜାମରୁ ୪ ଜଣ , କନ୍ଧମାଳରୁ ଜଣେ , ଖୋର୍ଦ୍ଧାରୁ ଜଣେ, କେନ୍ଦୁଝରରୁ ଜଣେ , ପୁରୀରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୫୮୦କୁ ବୃଦ୍ଧି ପାଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular