ଆସୁଛି ଆଉ ଏକ ଲଘୁଚାପ । ବଙ୍ଗୋପ ସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ସେପ୍ଟେମ୍ବର୧୩ ତାରିଖ ସୁଦ୍ଧା ଲଘୁଚାପ ସୃଷ୍ଟି ହେବା ନେଇ ପୂର୍ବାନୁମାନ । ପଶ୍ଚିମ କେନ୍ଦ୍ର ବଙ୍ଗୋପସାଗର ଆନ୍ଧ୍ର ଉପକୂଳରେ ଆସୁଛି ଲଘୁଚାପ । ଲଘୁଚାପ ସୃଷ୍ଟି ହେବା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ । ନିକଟରେ ଲଗାତାର ୩ଟି ଲଘୁଚାପ ଯୋଗୁଁ ବନ୍ୟା ହୋଇଥିଲା ।



Visitors Today : 6
Total Visitors : 130175
Total Views : 9891622
Visitors Online Now : 0