spot_img

ଆଜି କରୋନାରେ ସୁସ୍ଥ ହେଲେ ୨୭୦୬

କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଥିବା ବେଳେ ରାଜ୍ୟରେ ସୁସ୍ଥ ହାର ସାମାନ୍ୟ ଆଶ୍ବସ୍ତି ପ୍ରଦାନ କରୁଛି। ଆଜି କଟକ ଜିଲ୍ଲାରୁ ସର୍ବାଧିକ ୪୧୧ ଜଣ ସୁସ୍ଥଙ୍କ ସମେତ ରାଜ୍ୟରୁ ୨ ହଜାର ୭ ଶହ ୦୬ ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ୍‌ ଜରିଆରେ ଏହି ସୂଚନା ଦିଆଯାଇଛି। ଏଥିସହିତ ରାଜ୍ୟରେ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୮ ହଜାର ୦୧ରେ ପହଞ୍ଚିଛି।

LEAVE A REPLY

Please enter your comment!
Please enter your name here

- Advertisment -

Most Popular