spot_img

ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କରେନା ପଜିଟିଭ ..

ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । କରୋନା ଆକ୍ରାନ୍ତ ହେବା ନେଇ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ସାମାଜିକ ଗଣମାଧ୍ୟମରେ ସୁଚନା ଦେଇଛନ୍ତି । ସେ କହିଛନ୍ତ୍ି ମୋର କୈାଣସି ଲକ୍ଷଣ ନାହିଁ । କିନ୍ତ୍ୁ ଡାକ୍ତରଙ୍କ ପରାର୍ମଶ ଅନୁଯାୟୀ ମୁଁ ହୋମ ଆଇସୋଲେସନରେ ଅଛି । ମୋ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି ଦୟାକରି ପରୀକ୍ଷା କରାଇନେବାକୁ କହିଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular