ନବରଙ୍ଗପୁର : ନବରଙ୍ଗପୁର ସାଂସଦ ରମେଶ ମାଝୀ ଅସୁସ୍ଥ ଅଛନ୍ତି । କିଛି ଦିନ ପୂର୍ବରୁ ସେ କରୋନାରେ ସଂକ୍ରମିତ ହୋଇଥିଲେ । କରୋନାରେ ସଂକ୍ରମିତ ହେବାପରେ ସେ ନିଜ ଉମରକୋଟ ସ୍ଥିତ ବାସଭବନରେ ହୋମ ଆଇସଲେସନରେ ଥିଲେ। କିନ୍ତୁ ତାଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡ଼ିବାରୁ ତାଙ୍କୁ ଭୁବନେଶ୍ୱର ସମ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0