ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୪୮୦ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୫୮୪୫ରେ ପହଞ୍ଚିଛି । ଶନିବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୮୨ ଜଣ ରହିଥିବା ବେଳେ ୨୯୮ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୬୪୨ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

Visitors Today : 1
Total Visitors : 130170
Total Views : 9891616
Visitors Online Now : 0