spot_img

ଆଜି ରାଜ୍ୟରେ ୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ଭୟାବହ ହେବାରେ ଲାଗିଛି କରୋନା ସ୍ଥିତି । ପ୍ରତିଦିନ କରୋନାରେ ବଳି ପଡ଼ୁଛି ଅମୂଲ୍ୟ ଜୀବନ । ଆଜି ଦିନକରେ କରୋନାରେ ୮ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ଭିତରୁ ବୌଦ୍ଧରୁ ଜଣେ, କଟକରୁ ୩ ଜଣ, କନ୍ଧମାଳରୁ ଜଣେ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ଜଣେ , ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୬୪୫ କୁ ବୃଦ୍ଧି ପାଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular