ଭୁବନେଶ୍ୱର: ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୧ ଲକ୍ଷ ୫୮ ହଜାର ୬୫୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୫ ହଜାର ୯୨୮ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧ ଲକ୍ଷ ୨୨ ହଜାର ୨୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୬୪୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କର ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ମୋଟ ୨୫ ଲକ୍ଷ ୧୬ ହଜାର ୪୫୭ଟି ସାମ୍ପୁଲ ଟେଷ୍ଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।



Visitors Today : 3
Total Visitors : 130172
Total Views : 9891619
Visitors Online Now : 0