ଭୁବନେଶ୍ୱର: ଆସନ୍ତା ୨୦ ରୁ ଉତ୍ତର ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର ପ୍ରାୟ ଅଞ୍ଚଳରେ ବର୍ଷା ହେବ । ୧୯ତାରିଖରୁ ନବରଙ୍ଗପୁର, କୋରାପୁଟ, ରାୟଗଡ଼ାରେ ବର୍ଷା ହେବ । ପରେ ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି । ଉତ୍ତର ପଶ୍ଚିମ ଦିଗକୁ ଗତି କଲେ ଓଡ଼ିଶା ଜିଲ୍ଲାମାନଙ୍କରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।



Visitors Today : 2
Total Visitors : 130183
Total Views : 9891634
Visitors Online Now : 0