spot_img

ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ

କଟକ: କଟକ ଶିଖରପୁର ଲେବଲ କ୍ରସିଂ ନିକଟରେ ଆଜି ଏକ ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇଥିବା ସୂଚନା ମିଳିଛି । ଭଦ୍ରକରୁ ମାଲ ଗାଡି ଖୋର୍ଦ୍ଧା ଯାଉଥିବା ବେଳେ ଦୁର୍ଘଟଣାର ଶିକାର ହୋଇଛି । ମାଲବାହୀ ଟ୍ରେନର ଗୋଟିଏ ବଗି ଲାଇନଚ୍ୟୁତ ହୋଇଛି । ଖବର ପାଇ ରେଲେୱର ଟେକ୍ସିକାଲ ଟିମ ଓ ଆରପିଏଫ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ସ୍ଥିତିର ଅନୁଧ୍ୟାନ କରୁଛନ୍ତି । ୧୦ ନମ୍ବର ଟ୍ରାକରେ ଏହି ଦୁର୍ଘଟଣା ଘଟି ଥିବାର ଜଣାପଡିଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular