spot_img

ରାଜଧାନୀରୁ ଆଉ ୩୬୨ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୬୨ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୭୨୯୫ରେ ପହଞ୍ଚିଛି । ବୁଧବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୭୬ ଜଣ ରହିଥିବା ବେଳେ ୨୮୬ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୪୦୬ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୭୨୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୫୨୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୬୯୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୬୪ ଜଣଙ୍କର ମୃତ୍ୟୁ ହୋଇଛି ।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular