spot_img

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଆଜି ଅର୍ଥାତ୍ ସେପ୍ଟେମ୍ବର ୧୭ ତାରିଖ ହେଉଛି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ। ଆଜି ପ୍ରଧାନମନ୍ତ୍ରୀ ମୋଦୀ ୭୦ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ନିଜର ଟୁଇଟରରେ ଲେଖିଛନ୍ତି, ‘ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କୁ ଶୁଭେଚ୍ଛା। ଆପଣ ଉତ୍ତମ ସ୍ୱାସ୍ଥ୍ୟ ଏବଂ ଦୀର୍ଘ ଜୀବନ ସହିତ ଆଶୀର୍ବାଦ ପ୍ରାପ୍ତ ହୁଅନ୍ତୁ |’

LEAVE A REPLY

Please enter your comment!
Please enter your name here

- Advertisment -

Most Popular