ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ଭୟାବହ ହେବାରେ ଲାଗିଛି କରୋନା ସ୍ଥିତି । ପ୍ରତିଦିନ କରୋନାରେ ବଳି ପଡ଼ୁଛି ଅମୂଲ୍ୟ ଜୀବନ । ଆଜି ଦିନକରେ କରୋନାରେ ୯ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ଭିତରୁ ବରଗଡ଼ରୁ ୨ ଜଣ, ବଲାଙ୍ଗିରରୁ ଜଣେ, ଭଦ୍ରକରୁ ଜଣେ, କଟକରୁ ଜଣେ, ଗଜପତିରୁ ଜଣେ, ପୁରୀରୁ ଜଣେ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୬୯୧ କୁ ବୃଦ୍ଧି ପାଇଛି ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0