ଭୁବନେଶ୍ୱର: ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୧ ଲକ୍ଷ ୭୫ ହଜାର ୫୫୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୭ ହଜାର ୨୩୯ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧ ଲକ୍ଷ ୩୭ ହଜାର ୫୬୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୬୯୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କର ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ମୋଟ ୨୭ ଲକ୍ଷ ୧୫ ହଜାର ୮୨୨ଟି ସାମ୍ପୁଲ ଟେଷ୍ଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।



Visitors Today : 2
Total Visitors : 130171
Total Views : 9891617
Visitors Online Now : 0