ସମ୍ବଲପୁର : ପୁଣି ଖୋଲିଲା ହୀରାକୁଦ ଜଳଭଣ୍ଡାରର ଦୁଇଟି ଗେଟ୍ । ଉପରମୁଣ୍ଡରେ ବର୍ଷା ଯୋଗୁଁ ଗେଟ ଖୋଲାଯାଇଛି । ପ୍ରତି ସେକେଣ୍ଡରେ ଜଳ ଭଣ୍ଡାର ଭିତରକୁ ୪୭ ହଜାର ୩୨୫ କ୍ୟୁସେକ୍ ଜଳ ପ୍ରବେଶ କରୁଛି । ପ୍ରତି ସେକେଣ୍ଡରେ ୪୮ ହଜାର ୭୩୭ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି । ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ୬୨୮.୭୧ ଫୁଟ୍ ରହିଛି ।



Visitors Today : 3
Total Visitors : 130429
Total Views : 9891960
Visitors Online Now : 0