ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ଭୟାବହ ହେବାରେ ଲାଗିଛି କରୋନା ସ୍ଥିତି । ପ୍ରତିଦିନ କରୋନାରେ ବଳି ପଡ଼ୁଛି ଅମୂଲ୍ୟ ଜୀବନ । ଆଜି ଦିନକରେ କରୋନାରେ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ଭିତରୁ ବାଲେଶ୍ୱରରୁ ଜଣେ, ଭୁବନେଶ୍ୱରରୁ ୪ ଜଣ , କଟକରୁ ଜଣେ, ଢ଼େଙ୍କାନାଳରୁ ଜଣେ , କନ୍ଧମାଳରୁ ଜଣେ, ମାଲକାନାଗିରିରୁ ଜଣେ, ମୟୁରଭଞ୍ଜରୁ ୨ ଜଣ, ନୟାଗଡ଼ରୁ ଜଣେ, ନୂଆପଡ଼ାରୁ ଜଣେ , ପୁରୀରୁ ୨ ଜଣ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୭୩୬ କୁ ବୃଦ୍ଧି ପାଇଛି ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0