ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ଭୟାବହ ହେବାରେ ଲାଗିଛି କରୋନା ସ୍ଥିତି । ପ୍ରତିଦିନ କରୋନାରେ ବଳି ପଡ଼ୁଛି ଅମୂଲ୍ୟ ଜୀବନ । ଆଜି ଦିନକରେ କରୋନାରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ଭିତରୁ ବଲାଙ୍ଗିରରୁ ଜଣେ, ଭୁବନେଶ୍ୱରରୁ ୩ ଜଣ , କେନ୍ଦ୍ରାପଡ଼ାରୁ ୨ ଜଣ, ଖୋର୍ଦ୍ଧାରୁ ୨ ଜଣ, ମୟୁରଭଞ୍ଜରୁ ଜଣେ, ନୟାଗଡ଼ରୁ ଜଣେ, ପୁରୀରୁ ୪ ଜଣ, ରାୟଗଡ଼ାରୁ ଜଣେ, ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୭୫୨କୁ ବୃଦ୍ଧି ପାଇଛି ।



Visitors Today : 1
Total Visitors : 130176
Total Views : 9891623
Visitors Online Now : 0