ଭୁବନେଶ୍ୱର: ବିଧାନସଭା ଅଧିବେଶନ ଆଗରୁ ବସିଲା ସର୍ବଦଳୀୟ ବୈଠକ । ବାଚସ୍ପତ୍ତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି ବୈଠକ । ଏହି ବୈଠକରେ ସଂସଦୀୟ ବ୍ୟାପର ମନ୍ତ୍ରୀ, ଅର୍ଥମନ୍ତ୍ରୀ, ବିରୋଧୀ ଦଳ ନେତା ଓ କଂଗ୍ରେସ ବିଧାୟକ ସାମିଲ ହୋଇଥିଲେ । କରୋନା କଟକଣା ଭିତରେ କିପରି ଗୃହ ପରିଚାଳନା ହେବ ସେ ନେଇ ବୈଠକରେ ବିସ୍ତୁତ ଆଲୋଚନା ହୋଇଛି । ଚଳିତ ମୌସୁମୀ ଅଧିବେଶନରେ ଶୂନ୍ୟକାଳ ଓ ମୁଲତବୀ ପ୍ରସ୍ତାବ ରହିବ କି ନାହିଁ ସେ ନେଇ ମଧ୍ୟ ଆଲୋଚନା ହୋଇଛି । ଚଳିତ ଅଧିବେଶନରେ ମୋଟ୍ ୮ଟି କାର୍ଯ୍ୟ ଦିବସ ରହିବ ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0