ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ଭୟାବହ ହେବାରେ ଲାଗିଛି କରୋନା ସ୍ଥିତି । ପ୍ରତିଦିନ କରୋନାରେ ବଳି ପଡ଼ୁଛି ଅମୂଲ୍ୟ ଜୀବନ । ଆଜି ଦିନକରେ କରୋନାରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ଭିତରୁ ବଲାଙ୍ଗିରରୁ ଜଣେ, ବାଲେଶ୍ୱରରୁ ଜଣେ , ଭୁବନେଶ୍ୱରରୁ ୪ ଜଣ , କଟକରୁ ଜଣେ, ଜଗତସିଂହପୁରରୁ ଜଣେ, ଯାଜପୁରରୁ ଜଣେ, କୋରାପୁଟରୁ ୩ ଜଣ, ମୟୁରଭଞ୍ଜରୁ ଜଣେ, ପୁରୀରୁ ୩ ଜଣ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୭୮୩ କୁ ବୃଦ୍ଧି ପାଇଛି ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0